1
ଆଦି ପୁସ୍ତକ 27:28-29
ପବିତ୍ର ବାଇବଲ
ସଦାପ୍ରଭୁ ତୁମ୍ଭକୁ ଯଥେଷ୍ଟ ବର୍ଷା ଦିଅନ୍ତୁ। ତେଣୁ ତୁମ୍ଭେ ବହୁତ ଫସଲ ଓ ଦ୍ରାକ୍ଷାରସ ପାଇବ। ସବୁ ଲୋକ ତୁମ୍ଭର ସେବା କରନ୍ତୁ। ସବୁ ଜାତି ତୁମ୍ଭ ନିକଟରେ ମସ୍ତକ ଅବନତ କରନ୍ତୁ। ତୁମ୍ଭର ଭାଇ ଉପରେ ତୁମ୍ଭେ ଶାସନ କର। ତୁମ୍ଭର ମା’ର ସନ୍ତାନ ତୁମ୍ଭକୁ ମାନୁ। ଯେ ତୁମ୍ଭକୁ ଅଭିଶାପ ଦିଏ ସେ ଅଭିଶପ୍ତ ହେଉ। ଯେ ତୁମ୍ଭକୁ ଆଶୀର୍ବାଦ କରେ ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
Vergelyk
Verken ଆଦି ପୁସ୍ତକ 27:28-29
2
ଆଦି ପୁସ୍ତକ 27:36
ଏଷୌ କହିଲେ, “ତା'ର ନାମ ହେଲା ଯାକୁବ ତାହା କ’ଣ ଯଥାର୍ଥ ନୁହେଁ। ସେ ମୋତେ ଦୁଇଥର ପ୍ରବଞ୍ଚନା କଲା। ସେ ମୋର ଜ୍ୟେଷ୍ଠ ଅଧିକାର ଛଡ଼ାଇ ନେଲା। ଏବଂ ମୋର ଆଶୀର୍ବାଦ ନେଇଗଲା।” ଏହା ପରେ ଏଷୌ କହିଲେ, “ମୋ’ ପାଇଁ କିଛି ଆଶୀର୍ବାଦ ରଖିଛ କି?”
Verken ଆଦି ପୁସ୍ତକ 27:36
3
ଆଦି ପୁସ୍ତକ 27:39-40
ତା'ପରେ ଇସ୍ହାକ ତାଙ୍କୁ କହିଲେ, “ତୁମ୍ଭେ ବାହାରରେ ବର୍ଷାରେ ରହିବ ଯାହା ଭୂମି ଉତ୍ପାଦନ କରିବ ଛାଡ଼ି ଦେବ। ତୁମ୍ଭେ ଖଡ଼୍ଗଜୀବି ଓ ଆପଣା ଭ୍ରାତାର ଦାସ ହେବ। କିନ୍ତୁ ତୁମ୍ଭେ ଯେତେବେଳେ ପ୍ରସ୍ତୁତ, ତୁମ୍ଭ କାନ୍ଧରୁ ଜୁଆଳି କାଢ଼ି ଦେବ, ତେବେ ତୁମ୍ଭେ ମୁକ୍ତି ପାଇବ।”
Verken ଆଦି ପୁସ୍ତକ 27:39-40
4
ଆଦି ପୁସ୍ତକ 27:38
କିନ୍ତୁ ଏଷୌ କହିଲେ, “ମୋ’ ପିତା, ତୁମ୍ଭର କ’ଣ କେବଳ ଗୋଟିଏ ଆଶୀର୍ବାଦ ଅଛି? ଆଶୀର୍ବାଦ କର ମୋତେ ମଧ୍ୟ, ପିତା।” ଏବଂ ଏହା କହି ଏଷୌ ଜୋର୍ରେ କାନ୍ଦିଲା।
Verken ଆଦି ପୁସ୍ତକ 27:38
Tuisblad
Bybel
Leesplanne
Video's