ଯୋହନ 2:15-16

ଯୋହନ 2:15-16 ODCLBSI

ଯୀଶୁ ଦଉଡ଼ି ବଳି ଗୋଟିଏ ଚାବୁକ ତିଆରି କଲେ ଏବଂ ଗୋରୁ, ମେଣ୍ଢାମାନଙ୍କୁ ମନ୍ଦିରରୁ ବାହାର କରିଦେଲେ। ମୁଦ୍ରା ବିନିମୟକାରୀମାନଙ୍କର ମେଜସବୁ ଓଲଟାଇ ଦେଇ ମୁଦ୍ରାଗୁଡ଼ିକୁ ତଳେ ବିଞ୍ଚି ଦେଲେ। ପାରା ବିକ୍ରେତାମାନଙ୍କୁ ଆଦେଶ ଦେଲେ, “ଏସବୁ ଏଠାରୁ ବାହାର କର। ମୋ’ ପିତାଙ୍କ ଗୃହକୁ ହାଟ ବଜାରରେ ପରିଣତ କର ନାହିଁ।”

Gratis leesplanne en oordenkings oor ଯୋହନ 2:15-16