ଆଦି ପୁସ୍ତକ 19:29

ଆଦି ପୁସ୍ତକ 19:29 OERV

ଏହିରୂପେ ସେହି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲେ, ସେହି ନଗରର ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ୟରୁ ବାହାର କରୁଥିଲେ।

Video vir ଆଦି ପୁସ୍ତକ 19:29