ଆଦି ପୁସ୍ତକ 21:17-18

ଆଦି ପୁସ୍ତକ 21:17-18 OERV

ପରମେଶ୍ୱର ସେହି ବାଳକର କ୍ରନ୍ଦନ ଶୁଣିପାରିଲେ ଏବଂ ପରମେଶ୍ୱରଙ୍କର ଦୂତ ସ୍ୱର୍ଗରୁ ହାଗାରକୁ କହିଲେ, “କ’ଣ ହେଲା ହାଗାର? ଭୟ କର ନାହିଁ! ସଦାପ୍ରଭୁ ସେହି ସ୍ଥାନରୁ ସେ ପିଲାର କ୍ରନ୍ଦନ ଶୁଣି ପାରୁଛନ୍ତି। ଯାଅ ଏବଂ ବାଳକକୁ ସାହାଯ୍ୟ କର। ତା'ର ହାତ ଧରି ତାକୁ ଆଗେଇ ନିଅ। ମୁଁ ତାଙ୍କୁ ବହୁ ସନ୍ତାନର ପିତା କରିବି।”

Video vir ଆଦି ପୁସ୍ତକ 21:17-18