ଆଦି ପୁସ୍ତକ 22:17-18

ଆଦି ପୁସ୍ତକ 22:17-18 OERV

ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ୟ ଓ ସମୁଦ୍ର କୂଳର ଅସଂଖ୍ୟ ବାଲି ତୁଲ୍ୟ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସେହି ସହରରେ ବାସ କରିବ। ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ। ମୁଁ ଏପରି କରିବି କାରଣ ତୁମ୍ଭେ ମୋର ବାକ୍ୟ ମାନିଅଛ।”

Video vir ଆଦି ପୁସ୍ତକ 22:17-18