ଆଦି ପୁସ୍ତକ 22:9

ଆଦି ପୁସ୍ତକ 22:9 OERV

ପରମେଶ୍ୱର କହିଥିବା ସ୍ଥାନକୁ ସେମାନେ ଆସିଲେ। ସେଠାରେ ଅବ୍ରହାମ ଏକ ଯଜ୍ଞବେଦି ସ୍ଥାପନ କଲେ ଏବଂ ତାହା ଉପରେ କାଠ ସଜାଡ଼ିଲେ। ଏହା ପରେ ଅବ୍ରହାମ ଇ‌ସ୍‌ହାକକୁ ବାନ୍ଧି ଯଜ୍ଞବେଦିର କାଠ ଉପରେ ଶୁଆଇ ଦେଲେ।

Video vir ଆଦି ପୁସ୍ତକ 22:9