ଆଦି ପୁସ୍ତକ 27:28-29

ଆଦି ପୁସ୍ତକ 27:28-29 OERV

ସଦାପ୍ରଭୁ ତୁମ୍ଭକୁ ଯଥେଷ୍ଟ ବର୍ଷା ଦିଅନ୍ତୁ। ତେଣୁ ତୁମ୍ଭେ ବହୁତ ଫସଲ ଓ ଦ୍ରାକ୍ଷାରସ ପାଇବ। ସବୁ ଲୋକ ତୁମ୍ଭର ସେବା କରନ୍ତୁ। ସବୁ ଜାତି ତୁମ୍ଭ ନିକଟରେ ମସ୍ତକ ଅବନତ କରନ୍ତୁ। ତୁମ୍ଭର ଭାଇ ଉପରେ ତୁମ୍ଭେ ଶାସନ କର। ତୁମ୍ଭର ମା’ର ସନ୍ତାନ ତୁମ୍ଭକୁ ମାନୁ। ଯେ ତୁମ୍ଭକୁ ଅଭିଶାପ ଦିଏ ସେ ଅଭିଶପ୍ତ ହେଉ। ଯେ ତୁମ୍ଭକୁ ଆଶୀର୍ବାଦ କରେ ସେ ଆଶୀର୍ବାଦ ପ୍ରାପ୍ତ ହେଉ।”

Video vir ଆଦି ପୁସ୍ତକ 27:28-29