ଆଦି ପୁସ୍ତକ 27:36

ଆଦି ପୁସ୍ତକ 27:36 OERV

ଏଷୌ କହିଲେ, “ତା'ର ନାମ ହେଲା ଯାକୁବ ତାହା କ’ଣ ଯଥାର୍ଥ ନୁହେଁ। ସେ ମୋତେ ଦୁଇଥର ପ୍ରବଞ୍ଚନା କଲା। ସେ ମୋର ଜ୍ୟେଷ୍ଠ ଅଧିକାର ଛଡ଼ାଇ ନେଲା। ଏବଂ ମୋର ଆଶୀର୍ବାଦ ନେଇଗଲା।” ଏହା ପରେ ଏଷୌ କହିଲେ, “ମୋ’ ପାଇଁ କିଛି ଆଶୀର୍ବାଦ ରଖିଛ କି?”

Video vir ଆଦି ପୁସ୍ତକ 27:36