የYouVersion አርማ
የፍለጋ አዶ

ମାଥିଉଲିଖିତ ସୁସମାଚାର 12:33

ମାଥିଉଲିଖିତ ସୁସମାଚାର 12:33 ODCLBSI

“ଭଲ ଫଳ ଧରିବା ପାଇଁ ଗଛଟି ବଳିଷ୍ଠ ହେବା ଦରକାର। ଦୁର୍ବଳ ଗଛରେ ନିକୃଷ୍ଠ ଫଳ ହୁଏ। ଗଛଟି କି ପ୍ରକାର, ତା’ ଫଳ ଦ୍ୱାରା ଜଣାପଡ଼େ।