የYouVersion አርማ
የፍለጋ አዶ

ମାଥିଉଲିଖିତ ସୁସମାଚାର 13:30

ମାଥିଉଲିଖିତ ସୁସମାଚାର 13:30 ODCLBSI

ଅମଳ ପର୍ଯ୍ୟନ୍ତ ଗହମ ଓ ବାଳୁଙ୍ଗା ଏକାଠି ବଢ଼ୁ। ସେତେବେଳେ କଟାଳିମାନଙ୍କୁ କହିବା, ସେମାନେ ଆଗେ ବାଳୁଙ୍ଗାଗୁଡ଼ିକ କାଟି, ବିଡ଼ା ବାନ୍ଧି ପୋଡ଼ି ଦେବେ। ତା’ପରେ ଗହମ ଅମଳ କରି ଖମାରରେ ରଖିବେ’।”