የYouVersion አርማ
የፍለጋ አዶ

ମାଥିଉଲିଖିତ ସୁସମାଚାର 21:42

ମାଥିଉଲିଖିତ ସୁସମାଚାର 21:42 ODCLBSI

ଯୀଶୁ ସେମାନଙ୍କୁ କହିଲେ, “ଏହି ଶାସ୍ତ୍ର କଥା କଅଣ ତୁମ୍ଭେମାନେ ପଢ଼ି ନାହଁ? ‘ଯେଉଁ ପଥରଟିକୁ ଗୃହ ନିର୍ମାଣକାରୀମାନେ ଅଦରକାରୀ ବୋଲି ଛାଡ଼ି ଦେଇଥିଲେ, ତାହା ହିଁ ଶ୍ରେଷ୍ଠ ‘କୋଣ-ପଥର’ ସ୍ୱରୂପେ ବ୍ୟବହୃତ ହେଲା। ପ୍ରଭୁ ନିଜେ ଏହା କହିଛନ୍ତି। ପ୍ରଭୁଙ୍କ କାର୍ଯ୍ୟ ସବୁ କେଡ଼େ ଚମକ୍ରାର’।”

Video for ମାଥିଉଲିଖିତ ସୁସମାଚାର 21:42