የYouVersion አርማ
የፍለጋ አዶ

ମାଥିଉଲିଖିତ ସୁସମାଚାର 24:37-39

ମାଥିଉଲିଖିତ ସୁସମାଚାର 24:37-39 ODCLBSI

ନୋହଙ୍କ ସମୟରେ ଯେପରି ଘଟିଥିଲା, ମନୁଷ୍ୟପୁତ୍ରଙ୍କ ଆଗମନ ସମୟରେ ସେହିପରି ହେବ। ଜଳପ୍ଲାବନ ପୂର୍ବେ ନୋହ ଜାହାଜରେ ପ୍ରବେଶ କରିବା ପର୍ଯ୍ୟନ୍ତ ଲୋକେ ଭୋଜନପାନ ଓ ବିବାହ ଆଦି କାର୍ଯ୍ୟରେ ବ୍ୟସ୍ତ ଥିଲେ। ଜଳପ୍ଲାବନରେ ସେମାନେ ଭାସିଯିବା ପର୍ଯ୍ୟନ୍ତ କଅଣ ଘଟୁଛି, ଜାଣିପାରି ନ ଥିଲେ। ମନୁଷ୍ୟପୁତ୍ର ଆସିବାବେଳେ ଠିକ୍ ସେହିପରି ହେବ।

Video for ମାଥିଉଲିଖିତ ସୁସମାଚାର 24:37-39