የYouVersion አርማ
የፍለጋ አዶ

ମାର୍କଲିଖିତ ସୁସମାଚାର 1:10-11

ମାର୍କଲିଖିତ ସୁସମାଚାର 1:10-11 ODCLBSI

ଯୀଶୁ ଜଳରୁ ଉଠି ଆସିବାକ୍ଷଣି ଦେଖିଲେ, ସ୍ୱର୍ଗ ଦ୍ୱାର ଉନ୍ମୁକ୍ତ ଏବଂ ପରମାତ୍ମା କପୋତ ରୂପରେ ତାଙ୍କ ଉପରେ ଅବତରଣ କରୁଛନ୍ତି। ପୁଣି ସ୍ୱର୍ଗରୁ ଏକ ବାଣୀ ଉଚ୍ଚାରିତ ହେଲା; “ତୁମେ ମୋର ପ୍ରିୟ ପୁତ୍ର। ତୁମ ଉପରେ ମୁଁ ଅତ୍ୟନ୍ତ ସନ୍ତୁଷ୍ଟ।”

Video for ମାର୍କଲିଖିତ ସୁସମାଚାର 1:10-11