የYouVersion አርማ
የፍለጋ አዶ

ମାର୍କଲିଖିତ ସୁସମାଚାର 12:43-44

ମାର୍କଲିଖିତ ସୁସମାଚାର 12:43-44 ODCLBSI

ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଏହି ଗରିବ ବିଧବାର ଦାନ ଅନ୍ୟ ସମସ୍ତେ ଦେଇଥିବା ଧନଠାରୁ ଅଧିକ। ଧନୀ ଲୋକମାନେ ସେମାନଙ୍କର ବଳକା ଧନରୁ ଦେଇଛନ୍ତି, କିନ୍ତୁ ଏହି ସ୍ତ୍ରୀ ଲୋକଟି ତା’ର ଦାରିଦ୍ର୍ୟ ସତ୍ତେ୍ୱ ତା’ ପାଖରେ ଯାହା କିଛି ସମ୍ବଳ ଥିଲା, ସବୁ ଦେଇ ଦେଇଛି।”

Video for ମାର୍କଲିଖିତ ସୁସମାଚାର 12:43-44