የYouVersion አርማ
የፍለጋ አዶ

ମାର୍କଲିଖିତ ସୁସମାଚାର 13:11

ମାର୍କଲିଖିତ ସୁସମାଚାର 13:11 ODCLBSI

ତୁମ୍ଭେମାନେ ଗିରଫ ହୋଇ ଅଦାଲତକୁ ନିଆ ହେବାବେଳେ, ସେଠାରେ କ’ଣ କରିବାକୁ ହେବ, ଏ ବିଷୟରେ ବ୍ୟସ୍ତ ହୁଅ ନାହିଁ। ଉଚିତ୍ ସମୟରେ କଅଣ କହିବାକୁ ହେବ, ତାହା ତୁମକୁ ଜଣାଇ ଦିଆଯିବ। ସେତେବେଳେ ତୁମକୁ ନିଜ ମନରୁ କିଛି କହିବାକୁ ପଡ଼ିବ ନାହିଁ। ତୁମେ ଯାହା କହିବ, ତାହା ପବିତ୍ର ଆତ୍ମା ଜଣାଇବେ।