የYouVersion አርማ
የፍለጋ አዶ

ମାର୍କଲିଖିତ ସୁସମାଚାର 13:35-37

ମାର୍କଲିଖିତ ସୁସମାଚାର 13:35-37 ODCLBSI

ସେହିପରି ମୁଁ ମଧ୍ୟ ତୁମକୁ ସାବଧାନ କରିବାକୁ କହୁଛି, କାରଣ ଗୃହ ସ୍ୱାମୀ କେବେ ଆସିବେ, ତୁମେ ଜାଣ ନାହିଁ - ସନ୍ଧ୍ୟାବେଳେ କିମ୍ବା ଅଧ ରାତିରେ, ଉଷା ପୂର୍ବରୁ କିମ୍ବା ସୂର୍ଯ୍ୟୋଦୟବେଳେ ସେ ଆସି ପାରନ୍ତି। ସେ ଯଦି ହଠାତ୍ ଆସି ପହଞ୍ଚନ୍ତି, ତୁମକୁ ନିଦ୍ରିତାବସ୍ଥାରେ ସେ ନ ଦେଖନ୍ତୁ। ମୁଁ ତୁମକୁ ଯାହା କହୁଛି, ଅନ୍ୟମାନଙ୍କୁ ମଧ୍ୟ ତାହା କହୁଛି - ‘ଜାଗି ରୁହ’।”