የYouVersion አርማ
የፍለጋ አዶ

ମାର୍କଲିଖିତ ସୁସମାଚାର 13:9

ମାର୍କଲିଖିତ ସୁସମାଚାର 13:9 ODCLBSI

“ତୁମ୍ଭମାନଙ୍କୁ ସାବଧାନ ରହିବାକୁ ହେବ। ତୁମ୍ଭେ ଗିରଫ ହୋଇ ଅଦାଲତକୁ ନିଆଯିବ। ତୁମେ ସମାଜ ଗୃହରେ ମାଡ଼ ଖାଇବ। ମୋ’ ଲାଗି ତୁମକୁ ଶାସକ ଓ ରାଜାମାନଙ୍କ ସମ୍ମୁଖରେ ଛିଡ଼ାହୋଇ ଏହି ଶୁଭବାର୍ତ୍ତା ଶୁଣାଇବାକୁ ହେବ।