1
ଲୂକ 20:25
ପବିତ୍ର ବାଇବଲ
OERV
ଯୀଶୁ ସେମାନଙ୍କୁ କହିଲେ, “ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦେଇଦିଅ, ଯାହା ପରମେଶ୍ୱରଙ୍କର ତାହା ପରମେଶ୍ୱରଙ୍କୁ ଦେଇଦିଅ।”
Параўнаць
Даследуйце ଲୂକ 20:25
2
ଲୂକ 20:17
ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ତେବେ ଧର୍ମଶାସ୍ତ୍ରର ଏହି ପଦର ଅର୍ଥ କ’ଣ ହେବ? ‘ନିର୍ମାତାମାନେ ଯେଉଁ ପଥରକୁ ନାପସନ୍ଦ କରିଦେଲେ, ସେହି ପଥରଟି ମୂଳଦୁଆର ପ୍ରଧାନ ପଥର ହୋଇଗଲା।’
Даследуйце ଲୂକ 20:17
3
ଲୂକ 20:46-47
“ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ମାନ୍ୟଗନ୍ୟ ବ୍ୟକ୍ତିଙ୍କ ପରି ପୋଷାକପତ୍ର ପିନ୍ଧି ବୁଲାବୁଲି କରିବାକୁ ସେମାନେ ଗ୍ଭହାନ୍ତି। ହାଟବଜାରରେ ଲୋକେ ତାହାଙ୍କୁ ସମ୍ମାନ ଦେଖାନ୍ତୁ ବୋଲି ସେମାନେ ଭଲ ପାଆନ୍ତି। ଯିହୂଦୀ ସମାଜଗୃହମାନଙ୍କରେ ସବୁଠାରୁ ଶ୍ରେଷ୍ଠ ଆସନଗୁଡ଼ିକ ପାଇବାକୁ ସେମାନେ ଭଲ ପାଆନ୍ତି। ଭୋଜିମାନଙ୍କରେ ସବୁଠାରୁ ପ୍ରଧାନ ଆସନରେ ବସିବାକୁ ସେମାନେ ଭଲ ପାଆନ୍ତି। କିନ୍ତୁ ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ୍ଚ ମନୋଭାବ ଦେଖାନ୍ତି। ସେମାନେ ବିଧବାମାନଙ୍କର ଘରଦ୍ୱାର ଠକି କରି ନେଇ ଥା’ନ୍ତି। ସେମାନେ ଲମ୍ବାଲମ୍ବା ପ୍ରାର୍ଥନା କରି ନିଜକୁ ଭଲ ବୋଲି ଦେଖେଇ ହେବାକୁ ଚେଷ୍ଟା କରନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ କଠିନ ଦଣ୍ଡ ଦେବେ।”
Даследуйце ଲୂକ 20:46-47
Стужка
Біблія
Планы чытання
Відэа