1
ଲୂକ 15:20
ପବିତ୍ର ବାଇବଲ (Re-edited) - (BSI)
ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ଵନ ଦେଲେ।
Сравни
Разгледайте ଲୂକ 15:20
2
ଲୂକ 15:24
କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।
Разгледайте ଲୂକ 15:24
3
ଲୂକ 15:7
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ପ୍ରୟୋଜନ ନାହିଁ, ଏପରି ଅନେଶ୍ଵତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ଵର୍ଗରେ ଅଧିକ ଆନନ୍ଦ ହେବ।
Разгледайте ଲୂକ 15:7
4
ଲୂକ 15:18
ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାଙ୍କୁ କହିବି, ବାପା, ଈଶ୍ଵରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି
Разгледайте ଲୂକ 15:18
5
ଲୂକ 15:21
ପୁତ୍ର ତାଙ୍କୁ କହିଲା, ବାପା, ଈଶ୍ଵରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।
Разгледайте ଲୂକ 15:21
6
ଲୂକ 15:4
ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶ୍ଵତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?
Разгледайте ଲୂକ 15:4
Начало
Библия
Планове
Видеа