Лого на YouVersion
Иконка за търсене

ଲୂକ 3:8

ଲୂକ 3:8 ODIAOV-BSI

ଏଣୁ ମନ ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।