Лого на YouVersion
Иконка за търсене

ଲୂକ 5:12-13

ଲୂକ 5:12-13 ODIAOV-BSI

ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀଲୋକ ସେସ୍ଥାନରେ ଥିଲା; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହା ହେଲେ ମୋତେ ଶୁଚି କରି ପାରନ୍ତି। ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ। ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।