1
ପ୍ରେରିତ 13:2-3
ପବିତ୍ର ବାଇବଲ (Re-edited) - (BSI)
ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ଵାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ କର। ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
Compare
Explore ପ୍ରେରିତ 13:2-3
2
ପ୍ରେରିତ 13:39
ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ଵାରା ଯେସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇ ପାରିଲେ ନାହିଁ, ବିଶ୍ଵାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ଵାରା ସେହିସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।
Explore ପ୍ରେରିତ 13:39
3
ପ୍ରେରିତ 13:47
କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହିପ୍ରକାର ଆଜ୍ଞା ଦେଇଅଛନ୍ତି, “ଆମ୍ଭେ ବିଜାତିମାନଙ୍କର ଆଲୋକ ସ୍ଵରୂପେ ତୁମ୍ଭକୁ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ପରିତ୍ରାଣସ୍ଵରୂପ ହେବ”।
Explore ପ୍ରେରିତ 13:47
Home
Bible
Plans
Videos