ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ଵରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ତଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି