କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।
ସେତେବେଳେ ହଠାତ୍ ଏପରି ମହାଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ଵାର ମେଲା ହୋଇଗଲା, ପୁଣି ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।