1
ପ୍ରେରିତ 17:27
ପବିତ୍ର ବାଇବଲ (Re-edited) - (BSI)
ସେମାନେ ଯେପରି ଈଶ୍ଵରଙ୍କର ଅନ୍ଵେଷଣ କରି କାଳେ ଦରାଣ୍ତି ଦରାଣ୍ତି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।
Compare
Explore ପ୍ରେରିତ 17:27
2
ପ୍ରେରିତ 17:26
ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି
Explore ପ୍ରେରିତ 17:26
3
ପ୍ରେରିତ 17:24
ଯେଉଁ ଈଶ୍ଵର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ଵର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ
Explore ପ୍ରେରିତ 17:24
4
ପ୍ରେରିତ 17:31
କାରଣ ଯେଉଁଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ଵାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏ ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
Explore ପ୍ରେରିତ 17:31
5
ପ୍ରେରିତ 17:29
ତେବେ, ଆମ୍ଭେମାନେ ଈଶ୍ଵରଙ୍କର ବଂଶ ହେବାରୁ ଈଶ୍ଵରଙ୍କ ସ୍ଵରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ଵର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ଜ୍ଞାନ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।
Explore ପ୍ରେରିତ 17:29
Home
Bible
Plans
Videos