1
ପ୍ରେରିତ 6:3-4
ପବିତ୍ର ବାଇବଲ (Re-edited) - (BSI)
ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ, ଏପରି ସୁଖ୍ୟାତିସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣ-ମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ; କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପରିଚର୍ଯ୍ୟାରେ ଏକାଗ୍ରଭାବେ ଲାଗିରହିବା।
Compare
Explore ପ୍ରେରିତ 6:3-4
2
ପ୍ରେରିତ 6:7
ଏଥିଉତ୍ତାରେ ଈଶ୍ଵରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ଵାସମାର୍ଗ ଅବଲମ୍ଵନ କରିବାକୁ ଲାଗିଲେ।
Explore ପ୍ରେରିତ 6:7
Home
Bible
Plans
Videos