1
ଯୋହନ 20:21-22
ପବିତ୍ର ବାଇବଲ (Re-edited) - (BSI)
ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି। ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ଵାସ ଛାଡ଼ି ସେମାନଙ୍କୁ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।
Compare
Explore ଯୋହନ 20:21-22
2
ଯୋହନ 20:29
ଯୀଶୁ ତାଙ୍କୁ କହିଲେ, ତୁମ୍ଭେ ମୋତେ ଦେଖିବାରୁ ବିଶ୍ଵାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ଵାସ କରିଅଛନ୍ତି, ସେମାନେ ଧନ୍ୟ।
Explore ଯୋହନ 20:29
3
ଯୋହନ 20:27-28
ପରେ ସେ ଥୋମାଙ୍କୁ କହିଲେ, ଏଆଡ଼େ ତୁମ୍ଭର ଆଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ଵାସୀ ନ ହୋଇ ବିଶ୍ଵାସୀ ହୁଅ। ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ଵର।
Explore ଯୋହନ 20:27-28
Home
Bible
Plans
Videos