ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ଵାରା ତାହା ଘଟିବ, ହାୟ, ସେ ଦଣ୍ତର ପାତ୍ର;
ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।