କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ଵାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।