ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବାଣ।
ସେତେବେଳେ ତୁମ୍ଭେମାନେ ଫେରି ଆସିବ, ଆଉ ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ଵରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।