1
ମଲାଖୀ 4:5-6
ପବିତ୍ର ବାଇବଲ (Re-edited) - (BSI)
ଦେଖ, ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା। ପୁଣି, ଆମ୍ଭେ ଆସି ଯେପରି ପୃଥିବୀକି ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେ ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।
Compare
Explore ମଲାଖୀ 4:5-6
2
ମଲାଖୀ 4:1
କାରଣ ଦେଖ, ସେଦିନ ଆସୁଅଛି, ତାହା ତୁନ୍ଦୁର ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ , ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Explore ମଲାଖୀ 4:1
Home
Bible
Plans
Videos