1
ମାଥିଉ 12:36-37
ପବିତ୍ର ବାଇବଲ (Re-edited) - (BSI)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର-ଦିନରେ ସେମାନେ ସେଥିର ଉତ୍ତର ଦେବେ; ଯେଣୁ ତୁମ୍ଭ ବାକ୍ୟ ଦ୍ଵାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ଵାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ।
Compare
Explore ମାଥିଉ 12:36-37
2
ମାଥିଉ 12:34
ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହି ପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
Explore ମାଥିଉ 12:34
3
ମାଥିଉ 12:35
ଉତ୍ତମ ଲୋକ ଉତ୍ତମ ଭଣ୍ତାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି ମନ୍ଦ ଲୋକ ମନ୍ଦ ଭଣ୍ତାରରୁ ମନ୍ଦ ପଦାର୍ଥ ବାହାର କରେ।
Explore ମାଥିଉ 12:35
4
ମାଥିଉ 12:31
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ।
Explore ମାଥିଉ 12:31
5
ମାଥିଉ 12:33
ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ, ନତୁବା ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ଵାରା ଗଛ ଚିହ୍ନାଯାଏ।
Explore ମାଥିଉ 12:33
Home
Bible
Plans
Videos