1
ମାଥିଉ 3:8
ପବିତ୍ର ବାଇବଲ (Re-edited) - (BSI)
ଏଣୁ ମନ ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର
Compare
Explore ମାଥିଉ 3:8
2
ମାଥିଉ 3:17
ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ।
Explore ମାଥିଉ 3:17
3
ମାଥିଉ 3:16
ଯୀଶୁ ବାପ୍ତିଜିତହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି ସେ ଈଶ୍ଵରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।
Explore ମାଥିଉ 3:16
4
ମାଥିଉ 3:11
ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Explore ମାଥିଉ 3:11
5
ମାଥିଉ 3:10
ଆଉ, ଏବେ ସୁଦ୍ଧା ଗଛଗୁଡ଼ିକ ମୂଳରେ କୁହ୍ରାଡ଼ି ଲାଗିଅଛି; ଅତଏବ, ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
Explore ମାଥିଉ 3:10
6
ମାଥିଉ 3:3
ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଯାହାଙ୍କ ବିଷୟରେ ଏହି ବାକ୍ୟ ଉକ୍ତ ହୋଇଥିଲା, ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ତ ସଳଖ କର।
Explore ମାଥିଉ 3:3
Home
Bible
Plans
Videos