1
ମାଥିଉ 4:4
ପବିତ୍ର ବାଇବଲ (Re-edited) - (BSI)
କିନ୍ତୁ ଯୀଶୁ ଉତ୍ତର ଦେଲେ, ଲେଖାଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ, ମାତ୍ର ଈଶ୍ଵରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।
Compare
Explore ମାଥିଉ 4:4
2
ମାଥିଉ 4:10
ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ପୁଣି କେବଳ ତାହାଙ୍କର ଉପାସନା କରିବ।
Explore ମାଥିଉ 4:10
3
ମାଥିଉ 4:7
ଯୀଶୁ ତାହାକୁ କହିଲେ, ଆହୁରି ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ।
Explore ମାଥିଉ 4:7
4
ମାଥିଉ 4:1-2
ସେତେବେଳେ ଯୀଶୁ ଶୟତାନ ଦ୍ଵାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତଣହେଲେ, ପୁଣି ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।
Explore ମାଥିଉ 4:1-2
5
ମାଥିଉ 4:19-20
ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି। ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
Explore ମାଥିଉ 4:19-20
6
ମାଥିଉ 4:17
ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, ମନ ପରିବର୍ତ୍ତନ କର, କାରଣ ସ୍ଵର୍ଗରାଜ୍ୟ ସନ୍ନିକଟ।
Explore ମାଥିଉ 4:17
Home
Bible
Plans
Videos