1
ମାଥିଉ 8:26
ପବିତ୍ର ବାଇବଲ (Re-edited) - (BSI)
ଯୀଶୁ ସେମାନଙ୍କୁ କହିଲେ, ହେ ଅଳ୍ପବିଶ୍ଵାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ସେତେବେଳେ ଯୀଶୁ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧୀରସ୍ଥିର ହେଲା।
Compare
Explore ମାଥିଉ 8:26
2
ମାଥିଉ 8:8
କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୋ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।
Explore ମାଥିଉ 8:8
3
ମାଥିଉ 8:10
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ଵାସ ପାଇ ନାହିଁ।
Explore ମାଥିଉ 8:10
4
ମାଥିଉ 8:13
ଆଉ ଯୀଶୁ ଶତସେନାପତିଙ୍କି କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ଵାସ କରିଅଛ, ତୁମ୍ଭ ପ୍ରତି ସେହିପରି ଘଟୁ। ସେହି ଦଣ୍ତରେ ଦାସଟି ସୁସ୍ଥ ହେଲା।
Explore ମାଥିଉ 8:13
5
ମାଥିଉ 8:27
ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।
Explore ମାଥିଉ 8:27
Home
Bible
Plans
Videos