1
ମାଥିଉ 9:37-38
ପବିତ୍ର ବାଇବଲ (Re-edited) - (BSI)
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର।
Compare
Explore ମାଥିଉ 9:37-38
2
ମାଥିଉ 9:13
କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସିଅଛି।
Explore ମାଥିଉ 9:13
3
ମାଥିଉ 9:36
ଆଉ, ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।
Explore ମାଥିଉ 9:36
4
ମାଥିଉ 9:12
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି।
Explore ମାଥିଉ 9:12
5
ମାଥିଉ 9:35
ଏଥିଉତ୍ତାରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର, ପୁଣି ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
Explore ମାଥିଉ 9:35
Home
Bible
Plans
Videos