1
ମାର୍କ 10:45
ପବିତ୍ର ବାଇବଲ (Re-edited) - (BSI)
କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ।। ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।
Compare
Explore ମାର୍କ 10:45
2
ମାର୍କ 10:27
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ଵରଙ୍କର ନୁହେଁ; କାରଣ ଈଶ୍ଵରଙ୍କର ସମସ୍ତ ସାଧ୍ୟ।
Explore ମାର୍କ 10:27
3
ମାର୍କ 10:52
ଯୀଶୁ ତାହାକୁ କହିଲେ, ଯାଅ, ତୁମ୍ଭର ବିଶ୍ଵାସ ତୁମ୍ଭକୁ ସୁସ୍ଥ କରିଅଛି। ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।
Explore ମାର୍କ 10:52
4
ମାର୍କ 10:9
ଅତଏବ, ଈଶ୍ଵର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ବିଭିନ୍ନ ନ କରୁ।
Explore ମାର୍କ 10:9
5
ମାର୍କ 10:21
ଯୀଶୁ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।
Explore ମାର୍କ 10:21
6
ମାର୍କ 10:51
ଯୀଶୁ ତାହାକୁ ଉତ୍ତର ଦେଲେ, ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ? ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ।
Explore ମାର୍କ 10:51
7
ମାର୍କ 10:43
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେକେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ
Explore ମାର୍କ 10:43
8
ମାର୍କ 10:15
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଶିଶୁ ପରି ଈଶ୍ଵରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।
Explore ମାର୍କ 10:15
9
ମାର୍କ 10:31
କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।
Explore ମାର୍କ 10:31
10
ମାର୍କ 10:6-8
କିନ୍ତୁ ସୃଷ୍ଟିର ଆରମ୍ଭରୁ ସେ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ। ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କୁ ପରିତ୍ୟାଗ କରିବ, ଆଉ ସେ ଦୁହେଁ ଏକାଙ୍ଗ ହେବେ। ଏଣୁ ସେମାନେ ଆଉ ଦୁଇ ନୁହନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି।
Explore ମାର୍କ 10:6-8
Home
Bible
Plans
Videos