1
ମାର୍କ 11:24
ପବିତ୍ର ବାଇବଲ (Re-edited) - (BSI)
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ,ସେସବୁ ପାଇଅଛ ବୋଲି ବିଶ୍ଵାସ କର, ସେଥିରେ ସେହିସବୁ ପାଇବ।
Compare
Explore ମାର୍କ 11:24
2
ମାର୍କ 11:23
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଏହି ପର୍ବତକୁ ତୁ ଉଠି ସମୁଦ୍ରରେ ଯାଇ ପଡ଼୍ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ଵାସ କରିବ, ତାʼ ନିମନ୍ତେ ତାହା ଘଟିବ।
Explore ମାର୍କ 11:23
3
ମାର୍କ 11:25
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
Explore ମାର୍କ 11:25
4
ମାର୍କ 11:22
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ-ଠାରେ ବିଶ୍ଵାସ ରଖ।
Explore ମାର୍କ 11:22
5
ମାର୍କ 11:17
ପୁଣି ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କଅଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ? କିନ୍ତୁ ତୁମ୍ଭେମାନେ ତାହାକୁ ‘ଦସ୍ୟୁମାନଙ୍କ ଗହ୍ଵରʼ କରିଅଛ।
Explore ମାର୍କ 11:17
6
ମାର୍କ 11:9
ଆଉ, ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ !
Explore ମାର୍କ 11:9
7
ମାର୍କ 11:10
ଆମ୍ଭମାନଙ୍କ ପିତୃପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ ! ଊର୍ଦ୍ଧ୍ଵଲୋକରେ ହୋଶାନ୍ନା !
Explore ମାର୍କ 11:10
Home
Bible
Plans
Videos