1
ମାର୍କ 2:17
ପବିତ୍ର ବାଇବଲ (Re-edited) - (BSI)
ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସିଅଛି।
Compare
Explore ମାର୍କ 2:17
2
ମାର୍କ 2:5
ଯୀଶୁ ସେମାନଙ୍କର ବିଶ୍ଵାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।
Explore ମାର୍କ 2:5
3
ମାର୍କ 2:27
ଆଉ, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇନାହିଁ।
Explore ମାର୍କ 2:27
4
ମାର୍କ 2:4
କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇ ଦେଲେ।
Explore ମାର୍କ 2:4
5
ମାର୍କ 2:10-11
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକି କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।
Explore ମାର୍କ 2:10-11
6
ମାର୍କ 2:9
କଅଣ ସହଜ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା।
Explore ମାର୍କ 2:9
7
ମାର୍କ 2:12
ସେଥିରେ ସେ ଉଠି ତତ୍କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହରିଗଲା; ତହିଁରେ ସମସ୍ତେ ଆଚ଼ମ୍ଵିତ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।
Explore ମାର୍କ 2:12
Home
Bible
Plans
Videos