1
ଗୀତସଂହିତା 118:24
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
Compare
Explore ଗୀତସଂହିତା 118:24
2
ଗୀତସଂହିତା 118:6
ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ?
Explore ଗୀତସଂହିତା 118:6
3
ଗୀତସଂହିତା 118:8
ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
Explore ଗୀତସଂହିତା 118:8
4
ଗୀତସଂହିତା 118:5
ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।
Explore ଗୀତସଂହିତା 118:5
5
ଗୀତସଂହିତା 118:29
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।
Explore ଗୀତସଂହିତା 118:29
6
ଗୀତସଂହିତା 118:1
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Explore ଗୀତସଂହିତା 118:1
7
ଗୀତସଂହିତା 118:14
ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
Explore ଗୀତସଂହିତା 118:14
8
ଗୀତସଂହିତା 118:9
ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
Explore ଗୀତସଂହିତା 118:9
9
ଗୀତସଂହିତା 118:22
ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
Explore ଗୀତସଂହିତା 118:22
Home
Bible
Plans
Videos