1
ଗୀତସଂହିତା 125:1
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
Compare
Explore ଗୀତସଂହିତା 125:1
2
ଗୀତସଂହିତା 125:2
ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
Explore ଗୀତସଂହିତା 125:2
Home
Bible
Plans
Videos