1
ଗୀତସଂହିତା 127:1
ପବିତ୍ର ବାଇବଲ (Re-edited) - (BSI)
ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।
Compare
Explore ଗୀତସଂହିତା 127:1
2
ଗୀତସଂହିତା 127:3-4
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର। ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
Explore ଗୀତସଂହିତା 127:3-4
Home
Bible
Plans
Videos