1
ଗୀତସଂହିତା 131:2
ପବିତ୍ର ବାଇବଲ (Re-edited) - (BSI)
ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; ଓ କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।
Compare
Explore ଗୀତସଂହିତା 131:2
2
ଗୀତସଂହିତା 131:1
ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।
Explore ଗୀତସଂହିତା 131:1
Home
Bible
Plans
Videos