1
ଯିଖରୀୟ 2:5
ପବିତ୍ର ବାଇବଲ (Re-edited) - (BSI)
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ଵରୂପ ହେବା ଓ ଆମ୍ଭେ ତହିଁର ମଧ୍ୟରେ ପ୍ରତାପସ୍ଵରୂପ ହେବା।
Compare
Explore ଯିଖରୀୟ 2:5
2
ଯିଖରୀୟ 2:10
ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର; କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି।
Explore ଯିଖରୀୟ 2:10
Home
Bible
Plans
Videos