1
ଯିଖରୀୟ 3:4
ପବିତ୍ର ବାଇବଲ (Re-edited) - (BSI)
ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ। ପୁଣି, ତାଙ୍କୁ ସେ କହିଲେ, ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରାଇଲୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।
Compare
Explore ଯିଖରୀୟ 3:4
2
ଯିଖରୀୟ 3:7
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯେବେ ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ଯେବେ ତୁମ୍ଭେ ଆମ୍ଭର ରକ୍ଷଣୀୟ ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଅଧିକାର ଦେବା।
Explore ଯିଖରୀୟ 3:7
Home
Bible
Plans
Videos