1
ଯିଖରୀୟ 6:12
ପବିତ୍ର ବାଇବଲ (Re-edited) - (BSI)
ପୁଣି, ତାଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ; ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେଣ
Compare
Explore ଯିଖରୀୟ 6:12
2
ଯିଖରୀୟ 6:13
ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ଵ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ମନ୍ତ୍ରଣା ହେବ।
Explore ଯିଖରୀୟ 6:13
Home
Bible
Plans
Videos