1
ଯିଖରୀୟ 7:9
ପବିତ୍ର ବାଇବଲ (Re-edited) - (BSI)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର
Compare
Explore ଯିଖରୀୟ 7:9
2
ଯିଖରୀୟ 7:10
ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।
Explore ଯିଖରୀୟ 7:10
Home
Bible
Plans
Videos