1
ଯୋହନ 9:4
ଓଡିଆ ବାଇବେଲ
ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି ।
Compare
Explore ଯୋହନ 9:4
2
ଯୋହନ 9:5
ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ ।
Explore ଯୋହନ 9:5
3
ଯୋହନ 9:2-3
ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା ? ନିଜେ ନା ଏହାର ପିତାମାତା ? ଯୀଶୁ ଉତ୍ତର ଦେଲେ, ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ୱରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି ।
Explore ଯୋହନ 9:2-3
4
ଯୋହନ 9:39
ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି ।
Explore ଯୋହନ 9:39
Home
Bible
Plans
Videos