1
ଲୂକ 20:25
ଓଡିଆ ବାଇବେଲ
ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ ।
Compare
Explore ଲୂକ 20:25
2
ଲୂକ 20:17
କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲେଖା ଅଛି, ତାହାର ଅର୍ଥ କ'ଣ, ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା ?
Explore ଲୂକ 20:17
3
ଲୂକ 20:46-47
ଶାସ୍ତ୍ରୀମାନଙ୍କଠାରୁ ସାବଧାନ ! ସେମାନେ ଲମ୍ବା ପୋଷାକ ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି; ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ ।
Explore ଲୂକ 20:46-47
Home
Bible
Plans
Videos