1
ଲୂକ 20:25
ପବିତ୍ର ବାଇବଲ (CL) NT (BSI)
ତେଣୁ ଯୀଶୁ କହିଲେ, “ତା’ହେଲେ ସମ୍ରାଟଙ୍କର ଯାହା ପ୍ରାପ୍ୟ, ତାହା ସମ୍ରାଟଙ୍କୁ ଦିଅ ଓ ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ।”
Compare
Explore ଲୂକ 20:25
2
ଲୂକ 20:17
ଯୀଶୁ ସେମାନଙ୍କୁ ଚାହିଁ କହିଲେ, “ତେବେ ଧର୍ମଶାସ୍ତ୍ରର ଏହି ଅଂଶର ଅର୍ଥ କ’ଣ? ‘ନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା ପ୍ରଧାନ କୋଣ-ପଥର ହେଲା।’
Explore ଲୂକ 20:17
3
ଲୂକ 20:46-47
“ଧର୍ମଗୁରୁମାନଙ୍କ ପ୍ରତି ସାବଧାନ, ସେମାନେ ସେମାନଙ୍କର ଦୀର୍ଘ ପୋଷାକ ପିନ୍ଧି ବୁଲିବାକୁ ଓ ବଜାରମାନଙ୍କରେ ଭକ୍ତିପୂର୍ଣ୍ଣ ନମସ୍କାର ଗ୍ରହଣ କରିବାକୁ ଭଲ ପାଆନ୍ତି; ସେମାନେ ଉପାସନା ଗୃହରେ ଓ ଭୋଜିମାନଙ୍କରେ ପ୍ରଧାନ ଆସନ ବାଛି ନିଅନ୍ତି। ସେମାନେ ବିଧବାମାନଙ୍କର ନିଃସହାୟତାର ସୁଯୋଗ ନେଇ ସେମାନଙ୍କର ଘରବାଡ଼ି ଆତ୍ମସାତ କରନ୍ତି ଓ ଦୀର୍ଘ ପ୍ରାର୍ଥନା କରିବାର ଅଭିନୟ ଦେଖାନ୍ତି! ସେମାନଙ୍କର ଦଣ୍ଡ ସବୁଠାରୁ ଭୟାନକ ହେବ!”
Explore ଲୂକ 20:46-47
Home
Bible
Plans
Videos